null Skip to main content

✨ Buy more, save 5% Ends

Muhurte Moksha

Muhurte Moksha

$16.31
(No reviews yet) Write a Review
Physical book delivery

Shipping calculated at checkout.

Estimated delivery
Adding to cart… The item has been added
Product Details
Author:
Pramod Mallick
Publisher:
Black Eagle Books
Publication Date:
Nov 10, 2023
Number of pages:
94 pages
Binding:
Paperback or Softback
ISBN-10:
1645604756
ISBN-13:
9781645604754

Overview

ଭାବ କେତେବେଳେ ଛଳଛଳ ତ ଆଉ କେତେବେଳେ ସ୍ତବ୍ଧ। ତାହା ତରଙ୍ଗାୟିତ ହୋଇ ଉଠେ ତ ଧ୍ଵନି ସୃଷ୍ଟି କରେ । ଶବ୍ଦ ଧ୍ଵନିରେ ଝଙ୍କାର ତୋଳେ । ସେ ଭାବ ଏକ ତନ୍ମୟୀ ଭାବ ।ମନ ପ୍ରାଣକୁ ଚହଲାଇ ଦିଏ ।ଶ୍ରୋତା ଶୁଣେ ତ ହୃଦୟ ଭିତରକୁ ନେଇ ଗୁଣୁଗୁଣୁ ହୁଏ ଏକ ଆତ୍ମୀୟ ଭାବ ସ୍ପନ୍ଦନରେ ।ଏହି ସ୍ପନ୍ଦନ ତିଆରି କରିବାର ସାମର୍ଥ୍ୟ ଯେଉଁ ଭାବରେ ଥାଏ ତାହା ହିଁ ତାହାରି ଐଶ୍ୱର୍ଯ୍ୟ । ତାହା ହିଁ ଛିଡ଼ା ହୋଇ ଯାଏ କବିତାର ରୂପ ଓ ଗୁଣର ଅଧିକାରିଣୀ ହୋଇ । ଆଉ ଭାବ ଯେତେବେଳେ ମନ ପ୍ରାଣ ଭିତରେ ସ୍ତବ୍ଧ ହୋଇ ରହିଥାଏ ତାହା କ'ଣ ଗୋଟିଏ ଗଢିବାର ବା ନୂଆ ଏକ ସ୍ରୋତ ତିଆରି କରିବାର ପରିକଳ୍ପନାରେ ରହିଥାଏ । ଏଥି ପାଇଁ ଶବ୍ଦ ଖୋଜେ ବା ଶବ୍ଦମାନେ ଚଢ଼େଇ ପରି ତା ପାଖକୁ ଉଡ଼ିଉଡ଼ି ଆସନ୍ତି । ସେମାନଙ୍କ ଭାବ ଧ୍ବନି ଆଉ କଣ କି ? ତାହା ତ ଅନ୍ତରାତ୍ମାର ଧ୍ଵନି ! ଭାବ ସମ୍ପଦ ଓ ଶବ୍ଦ ମିଶି ଗଢନ୍ତି ଯେଉଁ ପ୍ରତିମା, ତାହା ଚଳମାନ ଓ ସବାକ ନୈରାତ୍ମା-ତାହା ବୋଧ ହୁଏ କବିତା ! ଏହି ଭାବ ଓ ଅନ୍ତରାତ୍ମାର ଧ୍ଵନି ଯେଉଁଠି ପବିତ୍ର ଓ ଶୁଦ୍ଧ ସେଇଠି ଭୋର୍ ବେଳାର ଆରମ୍ଭ । ଏସବୁ କହିବାର ଅଭିପ୍ରାୟ ହେଉଛି ଯୁବକବି ପ୍ରମୋଦ ମଲ୍ଲିକଙ୍କ କାବ୍ୟ ଯାତ୍ରା ସଂପର୍କରେ କିଛି ସୂଚନା ଦେବା । ଏହି କବି ନବାଗତ ନୁହଁନ୍ତି,ଢେର୍ ଦିନ ହେଲା କବିତା ଲେଖିଲେଣି । ପ୍ରଥମ କବିତା ସଂକଳନ "ମାୟା ମୁହାଣ" ପ୍ରକାଶିତ ହୋଇ କବିତା ପ୍ରେମୀମାନଙ୍କ ଦ୍ଵାରା ଗ୍ରହଣୀୟ ଓ ପ୍ରଶଂସିତ ହୋଇ ସାରିଛି । ଏବେ " ମ


  • | Author: Pramod Mallick
  • | Publisher: Black Eagle Books
  • | Publication Date: Nov 10, 2023
  • | Number of Pages: 94 pages
  • | Binding: Paperback or Softback
  • | ISBN-10: 1645604756
  • | ISBN-13: 9781645604754

Reviews

0 Reviews

Write a Review

No reviews yet.

Share your experience and help another reader choose their next book.

Discover your next great book

Get new releases, reader favourites, and special offers delivered to your inbox.