null Skip to main content

✨ Buy more, save 5% Ends

Mun Bi Maobadi

Mun Bi Maobadi

$17.46
New condition
(No reviews yet) Write a Review
Physical book delivery

Shipping calculated at checkout.

Estimated delivery
Adding to cart… The item has been added
Product Details
Author:
Apurba Kumar Mohanty
Publisher:
Black Eagle Books
Publication Date:
Feb 07, 2025
Number of pages:
00094 pages
Binding:
Paperback or Softback
ISBN-10:
1645606309
ISBN-13:
9781645606307

Overview

ମାଓବାଦୀ କହିଲେ ଆମ ମନରେ ଡର ଆସେ । ସାଧାରଣ ଲୋକ, ସରକାରୀ ବାବୁ, ପୋଲିସ, ନେତା, ଠିକାଦାର ସମସ୍ତେ ଡରନ୍ତି । ସେମାନେ କୁଆଡ଼େ ନିର୍ବାଚିତ ସରକାରରେ ବିଶ୍ୱାସ କରନ୍ତିନି । ସମାନ୍ତରାଳ ବ୍ୟବସ୍ଥା ଓ କାନୁନ ତିଆରି କରନ୍ତି । ସେମାନଙ୍କ ନଜରରେ ଯିଏ ଅପରାଧୀ ସାବ୍ୟସ୍ତ ହୁଏ, ତାକୁ ଧରିଆଣି ପ୍ରଜାକୋର୍ଟରେ ହାଜର କରନ୍ତି । ପ୍ରଜାକୋର୍ଟ କହିଲେ ଗାଁ ଲୋକଙ୍କ ଉପସ୍ଥିତିରେ ବିଚାର ଚାଲେ । ଆଉ ସ୍ଥାନୀୟ ମାଓବାଦୀ ନେତାଙ୍କ ନିର୍ଦ୍ଦେଶରେ ଦଣ୍ଡ ଦିଆଯାଏ । ଅନେକ ସରକାରୀ କର୍ମଚାରୀ, ଅସାଧୁ ଅଧିକାରୀ, ଲୋଭୀ ଠିକାଦାର, ପୋଲିସ ଇନଫର୍ମରଙ୍କୁ ସେମାନେ ମୃତ୍ୟୁଦଣ୍ଡ ଦେଇଛନ୍ତି, ଯାହାର ହିସାବ ନାହିଁ । ମାଓବାଦୀଙ୍କ କଥା ଆସିଲେ ମୋ ମନକୁ ବିଶିଷ୍ଟ କଥାକାର ଭଗବତୀ ଚରଣ ପାଣିଗ୍ରାହୀଙ୍କ 'ଶିକାର' ଗଳ୍ପ ଦୃଶ୍ୟମାନ ହୁଏ । କେମିତି ଝିଅବୋହୂଙ୍କ ଇଜ୍ଜତ ସହ ଖେଳ ଖେଳୁଥିବା ସର୍ଦ୍ଦାରର କଟାମୁଣ୍ଡ ଧରି ଘିନୁଆ ଥାନାକୁ ଯାଏ । ସେତେବେଳଠୁ ଏବେ ପର୍ଯ୍ୟନ୍ତ ଆମ ସମାଜରେ ସର୍ଦ୍ଦାରମାନେ ଅଛନ୍ତି ଏବଂ ସେମାନଙ୍କୁ ଆମ ସାମାଜିକ ବ୍ୟବସ୍ଥା ଓ ଆଇନକାନୁନ କିଛି ବି କରିପାରୁନି । ଘିନୁଆମାନେ ମାଓବାଦୀ ପାଲଟି ଯାଇଛନ୍ତି । ଆଉ ଥାନାକୁ ଯାଉନାହାନ୍ତି । ନିଜେ ନିଜେ ପ୍ରଜାକୋର୍ଟରେ ଦଣ୍ଡ ଦେଉଛନ୍ତି ।


  • | Author: Apurba Kumar Mohanty
  • | Publisher: Black Eagle Books
  • | Publication Date: Feb 07, 2025
  • | Number of Pages: 00094 pages
  • | Binding: Paperback or Softback
  • | ISBN-10: 1645606309
  • | ISBN-13: 9781645606307

Reviews

0 Reviews

Write a Review

No reviews yet.

Share your experience and help another reader choose their next book.

Discover your next great book

Get new releases, reader favourites, and special offers delivered to your inbox.