Jibana Pare Jibana

Black Eagle Books
SKU:
9781645606772
|
ISBN13:
9781645606772
$19.30
(No reviews yet)
Condition:
New
Usually Ships in 24hrs
Current Stock:
Estimated Delivery by: | Fastest delivery by:
Adding to cart… The item has been added
Buy ebook
ମଣିଷ ଯେପରି ପୁରୁଣା ବସ୍ତ୍ର ତ୍ୟାଗ କରି ନୂଆବସ୍ତ୍ର ଧାରଣ କରିଥାଏ, ଠିକ୍] ସେହିପରି ଜୀବାତ୍ମା ପୁରୁଣା ଶରୀରକୁ ତ୍ୟାଗ କରି ନୂତନ ଶରୀର ଗ୍ରହଣ କରିଥାଏ । ଆତ୍ମା ମୋକ୍ଷ ପ୍ରାପ୍ତି ନହେବା ପର୍ଯ୍ୟନ୍ତ ଏହିପରି ବିଭିନ୍ନ ଶରୀର ଧାରଣ କରୁଥିବ । ଆମ ଧର୍ମଶାସ୍ତ୍ରରେ 'ଆତ୍ମା' ବା ବ୍ରହ୍ମ ଶବ୍ଦର ବ୍ୟବହାର ଦେଖିବାକୁ ମିଳେ । ଆମେ ବିଶ୍ୱାସ କରୁଥାଉ। ମାତ୍ର ଅନେକ ଏ କଥାରେ ଏକମତ ହୋଇନପାରନ୍ତି । ଆତ୍ମା-ଜୀବନ-ମୃତ୍ୟୁ-ଜୀବନ-ଏସବୁ ବିଶ୍ୱାସ-ଅବିଶ୍ୱାସର କଥା । ଏହାକୁ ପରୀକ୍ଷାଗାରରେ ପରୀକ୍ଷା କରାଇ ଆମେ ଶେଷ ସିଦ୍ଧାନ୍ତରେ ଉପନୀତ ହୋଇ ପାରିବା ନାହିଁ । ଶେଷରେ ଐ. ଔବମଳଗ୍ଦକ୍ଟଦ୍ଭ ଏକ୍ସକ୍ଟଙ୍ଗଦ୍ଭଙ୍କ ମତକୁ ଉଦ୍ଧାର କରିଛନ୍ତି ଲେଖକ- 'ଆଜି ପର୍ଯ୍ୟନ୍ତ ଏ ମନୁଷ୍ୟ ଯେତେ ଜ୍ଞାନ ଆହରଣ କରିଛି ତାହା ସାଗରର ବିଶାଳ ବେଳାଭୂମିରୁ ଗୋଟେ ମାତ୍ର ବାଲୁକା କଣିକା ଠାରୁ ଅଧିକ ନୁହେଁ ।' ଲେଖକଙ୍କ ମତ ମଧ୍ୟ ତାହା ଯେ, ଏସବୁ ବାଦ-ବିସମ୍ବାଦ-ଦ୍ୱନ୍ଦ୍ୱ-ଭିତରକୁ ନଯାଇ ବିଶ୍ୱାସ କଲେ ତାହା ଠିକ୍] ହେବ । ଯୁଗ ଯୁଗରୁ ଏ ଅନ୍ୱେଷଣ ପ୍ରବୃତ୍ତି ଜାରି ରହିଛି । ପ୍ରଥମରୁ ଯାହା କହିଲି ମଣିଷର ମନ ଅସରନ୍ତି ଭାବନାରେ ଉବୁଟୁବୁ ହେଉଥାଏ, ସେ ଏକ ଅଜବ ସୃଷ୍ଟି ଏ ପୃଥିବୀରେ । ଯଦି ବିଶ୍ୱାସ କରିବା ମୃତ୍ୟୁପରେ ଜୀବନ ଅଛି ତାହା ବିଶ୍ୱାସ ଉପରେ ନିର୍ଭର କରେ । ବିଶ୍ୱାସ-ଅବିଶ୍ୱାସ, ମଣିଷର ମାନସିକତା ଉପରେ ନିର୍ଭର କରେ । ତଥାପି ଶ୍ରୀଯୁକ୍ତ ଚିତ୍ତରଂଜନ 


  • | Author: Chittaranjan Pattanaik
  • | Publisher: Black Eagle Books
  • | Publication Date: Mar 31, 2025
  • | Number of Pages: 00146 pages
  • | Binding: Paperback or Softback
  • | ISBN-10: 1645606775
  • | ISBN-13: 9781645606772
Author:
Chittaranjan Pattanaik
Publisher:
Black Eagle Books
Publication Date:
Mar 31, 2025
Number of pages:
00146 pages
Binding:
Paperback or Softback
ISBN-10:
1645606775
ISBN-13:
9781645606772